Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 17

ହିତୋପଦେଶ 17:18-24

Help us?
Click on verse(s) to share them!
18ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
19ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
20ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
21ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।
22ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
23ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
24ବୁଦ୍ଧିମାନ‌ର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।

Read ହିତୋପଦେଶ 17ହିତୋପଦେଶ 17
Compare ହିତୋପଦେଶ 17:18-24ହିତୋପଦେଶ 17:18-24