Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 17

ହିତୋପଦେଶ 17:19-23

Help us?
Click on verse(s) to share them!
19ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
20ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
21ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।
22ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
23ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।

Read ହିତୋପଦେଶ 17ହିତୋପଦେଶ 17
Compare ହିତୋପଦେଶ 17:19-23ହିତୋପଦେଶ 17:19-23