Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 17

ହିତୋପଦେଶ 17:24-25

Help us?
Click on verse(s) to share them!
24ବୁଦ୍ଧିମାନ‌ର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।
25ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ।

Read ହିତୋପଦେଶ 17ହିତୋପଦେଶ 17
Compare ହିତୋପଦେଶ 17:24-25ହିତୋପଦେଶ 17:24-25