Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 17

ହିତୋପଦେଶ 17:6-8

Help us?
Click on verse(s) to share them!
6ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
7ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।
8ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।

Read ହିତୋପଦେଶ 17ହିତୋପଦେଶ 17
Compare ହିତୋପଦେଶ 17:6-8ହିତୋପଦେଶ 17:6-8