Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 17

ହିତୋପଦେଶ 17:8-9

Help us?
Click on verse(s) to share them!
8ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
9ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍‍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।

Read ହିତୋପଦେଶ 17ହିତୋପଦେଶ 17
Compare ହିତୋପଦେଶ 17:8-9ହିତୋପଦେଶ 17:8-9