Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 18

ହିତୋପଦେଶ 18:1-2

Help us?
Click on verse(s) to share them!
1ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
2ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।

Read ହିତୋପଦେଶ 18ହିତୋପଦେଶ 18
Compare ହିତୋପଦେଶ 18:1-2ହିତୋପଦେଶ 18:1-2