Text copied!
Bibles in Odia

ହିତୋପଦେଶ 18:14-17 in Odia

Help us?

ହିତୋପଦେଶ 18:14-17 in ଓଡିଆ ବାଇବେଲ

14 ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ ?
15 ବୁଦ୍ଧିମାନ‍ର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।
16 ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।
17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।
ହିତୋପଦେଶ 18 in ଓଡିଆ ବାଇବେଲ