Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 18

ହିତୋପଦେଶ 18:19-20

Help us?
Click on verse(s) to share them!
19ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
20ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।

Read ହିତୋପଦେଶ 18ହିତୋପଦେଶ 18
Compare ହିତୋପଦେଶ 18:19-20ହିତୋପଦେଶ 18:19-20