Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 18

ହିତୋପଦେଶ 18:19-22

Help us?
Click on verse(s) to share them!
19ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
20ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।
21ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।
22ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।

Read ହିତୋପଦେଶ 18ହିତୋପଦେଶ 18
Compare ହିତୋପଦେଶ 18:19-22ହିତୋପଦେଶ 18:19-22