Text copied!
Bibles in Odia

ହିତୋପଦେଶ 18:19-22 in Odia

Help us?

ହିତୋପଦେଶ 18:19-22 in ଓଡିଆ ବାଇବେଲ

19 ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
20 ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।
21 ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।
22 ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
ହିତୋପଦେଶ 18 in ଓଡିଆ ବାଇବେଲ