Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 19

ହିତୋପଦେଶ 19:13-15

Help us?
Click on verse(s) to share them!
13ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।
14ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
15ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।

Read ହିତୋପଦେଶ 19ହିତୋପଦେଶ 19
Compare ହିତୋପଦେଶ 19:13-15ହିତୋପଦେଶ 19:13-15