Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 19

ହିତୋପଦେଶ 19:15-18

Help us?
Click on verse(s) to share them!
15ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
16ପରମେଶ୍ଵରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
17ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
18ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।

Read ହିତୋପଦେଶ 19ହିତୋପଦେଶ 19
Compare ହିତୋପଦେଶ 19:15-18ହିତୋପଦେଶ 19:15-18