Text copied!
Bibles in Odia

ହିତୋପଦେଶ 19:17-21 in Odia

Help us?

ହିତୋପଦେଶ 19:17-21 in ଓଡିଆ ବାଇବେଲ

17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
18 ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
19 ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
21 ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
ହିତୋପଦେଶ 19 in ଓଡିଆ ବାଇବେଲ