Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 19

ହିତୋପଦେଶ 19:18-19

Help us?
Click on verse(s) to share them!
18ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
19ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।

Read ହିତୋପଦେଶ 19ହିତୋପଦେଶ 19
Compare ହିତୋପଦେଶ 19:18-19ହିତୋପଦେଶ 19:18-19