Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 19

ହିତୋପଦେଶ 19:20-21

Help us?
Click on verse(s) to share them!
20ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
21ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।

Read ହିତୋପଦେଶ 19ହିତୋପଦେଶ 19
Compare ହିତୋପଦେଶ 19:20-21ହିତୋପଦେଶ 19:20-21