Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 19

ହିତୋପଦେଶ 19:25-29

Help us?
Click on verse(s) to share them!
25ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ‍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
26ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।
27ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।
28ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।
29ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।

Read ହିତୋପଦେଶ 19ହିତୋପଦେଶ 19
Compare ହିତୋପଦେଶ 19:25-29ହିତୋପଦେଶ 19:25-29