Text copied!
Bibles in Odia

ହିତୋପଦେଶ 19:25-29 in Odia

Help us?

ହିତୋପଦେଶ 19:25-29 in ଓଡିଆ ବାଇବେଲ

25 ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ‍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।
27 ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।
28 ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।
29 ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।
ହିତୋପଦେଶ 19 in ଓଡିଆ ବାଇବେଲ