Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 19

ହିତୋପଦେଶ 19:3-4

Help us?
Click on verse(s) to share them!
3ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।
4ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।

Read ହିତୋପଦେଶ 19ହିତୋପଦେଶ 19
Compare ହିତୋପଦେଶ 19:3-4ହିତୋପଦେଶ 19:3-4