Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 19

ହିତୋପଦେଶ 19:8-11

Help us?
Click on verse(s) to share them!
8ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
9ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
10ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।
11ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।

Read ହିତୋପଦେଶ 19ହିତୋପଦେଶ 19
Compare ହିତୋପଦେଶ 19:8-11ହିତୋପଦେଶ 19:8-11