Text copied!
Bibles in Odia

ହିତୋପଦେଶ 19:8-11 in Odia

Help us?

ହିତୋପଦେଶ 19:8-11 in ଓଡିଆ ବାଇବେଲ

8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
9 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
10 ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।
11 ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
ହିତୋପଦେଶ 19 in ଓଡିଆ ବାଇବେଲ