Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 1

ହିତୋପଦେଶ 1:1-4

Help us?
Click on verse(s) to share them!
1ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
2ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
3ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
4ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;

Read ହିତୋପଦେଶ 1ହିତୋପଦେଶ 1
Compare ହିତୋପଦେଶ 1:1-4ହିତୋପଦେଶ 1:1-4