Text copied!
Bibles in Odia

ହିତୋପଦେଶ 1:1-4 in Odia

Help us?

ହିତୋପଦେଶ 1:1-4 in ଓଡିଆ ବାଇବେଲ

1 ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
2 ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
4 ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
ହିତୋପଦେଶ 1 in ଓଡିଆ ବାଇବେଲ