Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 1

ହିତୋପଦେଶ 1:13-15

Help us?
Click on verse(s) to share them!
13ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,
14ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;
15ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;

Read ହିତୋପଦେଶ 1ହିତୋପଦେଶ 1
Compare ହିତୋପଦେଶ 1:13-15ହିତୋପଦେଶ 1:13-15