Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 1

ହିତୋପଦେଶ 1:16-19

Help us?
Click on verse(s) to share them!
16ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।
17କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
18ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।
19ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।

Read ହିତୋପଦେଶ 1ହିତୋପଦେଶ 1
Compare ହିତୋପଦେଶ 1:16-19ହିତୋପଦେଶ 1:16-19