Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 1

ହିତୋପଦେଶ 1:18-20

Help us?
Click on verse(s) to share them!
18ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।
19ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।
20ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;

Read ହିତୋପଦେଶ 1ହିତୋପଦେଶ 1
Compare ହିତୋପଦେଶ 1:18-20ହିତୋପଦେଶ 1:18-20