Text copied!
Bibles in Odia

ହିତୋପଦେଶ 1:19-22 in Odia

Help us?

ହିତୋପଦେଶ 1:19-22 in ଓଡିଆ ବାଇବେଲ

19 ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।
20 ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?
ହିତୋପଦେଶ 1 in ଓଡିଆ ବାଇବେଲ