Text copied!
Bibles in Odia

ହିତୋପଦେଶ 1:23-24 in Odia

Help us?

ହିତୋପଦେଶ 1:23-24 in ଓଡିଆ ବାଇବେଲ

23 ମୋ’ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
ହିତୋପଦେଶ 1 in ଓଡିଆ ବାଇବେଲ