Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 1

ହିତୋପଦେଶ 1:3-6

Help us?
Click on verse(s) to share them!
3ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
4ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
5ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
6ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।

Read ହିତୋପଦେଶ 1ହିତୋପଦେଶ 1
Compare ହିତୋପଦେଶ 1:3-6ହିତୋପଦେଶ 1:3-6