Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 1

ହିତୋପଦେଶ 1:7-9

Help us?
Click on verse(s) to share them!
7ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି।
8ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
9ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।

Read ହିତୋପଦେଶ 1ହିତୋପଦେଶ 1
Compare ହିତୋପଦେଶ 1:7-9ହିତୋପଦେଶ 1:7-9