Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 1

ହିତୋପଦେଶ 1:8-10

Help us?
Click on verse(s) to share them!
8ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
9ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।
10ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।

Read ହିତୋପଦେଶ 1ହିତୋପଦେଶ 1
Compare ହିତୋପଦେଶ 1:8-10ହିତୋପଦେଶ 1:8-10