Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 20

ହିତୋପଦେଶ 20:10-12

Help us?
Click on verse(s) to share them!
10ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
11ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
12ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।

Read ହିତୋପଦେଶ 20ହିତୋପଦେଶ 20
Compare ହିତୋପଦେଶ 20:10-12ହିତୋପଦେଶ 20:10-12