Text copied!
Bibles in Odia

ହିତୋପଦେଶ 20:18-20 in Odia

Help us?

ହିତୋପଦେଶ 20:18-20 in ଓଡିଆ ବାଇବେଲ

18 ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।
19 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।
20 ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
ହିତୋପଦେଶ 20 in ଓଡିଆ ବାଇବେଲ