Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 20

ହିତୋପଦେଶ 20:2-4

Help us?
Click on verse(s) to share them!
2ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।
3ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
4ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।

Read ହିତୋପଦେଶ 20ହିତୋପଦେଶ 20
Compare ହିତୋପଦେଶ 20:2-4ହିତୋପଦେଶ 20:2-4