Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 20

ହିତୋପଦେଶ 20:20-22

Help us?
Click on verse(s) to share them!
20ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
21ପ୍ରଥମରେ କୌଣସି ଅଧିକାର ହଠାତ୍‍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।
22ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।

Read ହିତୋପଦେଶ 20ହିତୋପଦେଶ 20
Compare ହିତୋପଦେଶ 20:20-22ହିତୋପଦେଶ 20:20-22