Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 20

ହିତୋପଦେଶ 20:24-26

Help us?
Click on verse(s) to share them!
24ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝିପାରିବ ?
25ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
26ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।

Read ହିତୋପଦେଶ 20ହିତୋପଦେଶ 20
Compare ହିତୋପଦେଶ 20:24-26ହିତୋପଦେଶ 20:24-26