Text copied!
Bibles in Odia

ହିତୋପଦେଶ 20:24-26 in Odia

Help us?

ହିତୋପଦେଶ 20:24-26 in ଓଡିଆ ବାଇବେଲ

24 ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝିପାରିବ ?
25 ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
26 ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।
ହିତୋପଦେଶ 20 in ଓଡିଆ ବାଇବେଲ