Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 20

ହିତୋପଦେଶ 20:24-28

Help us?
Click on verse(s) to share them!
24ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝିପାରିବ ?
25ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
26ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।
27ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।
28ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।

Read ହିତୋପଦେଶ 20ହିତୋପଦେଶ 20
Compare ହିତୋପଦେଶ 20:24-28ହିତୋପଦେଶ 20:24-28