Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 20

ହିତୋପଦେଶ 20:26-29

Help us?
Click on verse(s) to share them!
26ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।
27ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।
28ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।
29ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।

Read ହିତୋପଦେଶ 20ହିତୋପଦେଶ 20
Compare ହିତୋପଦେଶ 20:26-29ହିତୋପଦେଶ 20:26-29