Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 20

ହିତୋପଦେଶ 20:3-5

Help us?
Click on verse(s) to share them!
3ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
4ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
5ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।

Read ହିତୋପଦେଶ 20ହିତୋପଦେଶ 20
Compare ହିତୋପଦେଶ 20:3-5ହିତୋପଦେଶ 20:3-5