Text copied!
Bibles in Odia

ହିତୋପଦେଶ 20:3-5 in Odia

Help us?

ହିତୋପଦେଶ 20:3-5 in ଓଡିଆ ବାଇବେଲ

3 ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
4 ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
5 ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।
ହିତୋପଦେଶ 20 in ଓଡିଆ ବାଇବେଲ