Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 20

ହିତୋପଦେଶ 20:5-8

Help us?
Click on verse(s) to share them!
5ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।
6ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ ?
7ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।
8ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।

Read ହିତୋପଦେଶ 20ହିତୋପଦେଶ 20
Compare ହିତୋପଦେଶ 20:5-8ହିତୋପଦେଶ 20:5-8