Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 21

ହିତୋପଦେଶ 21:1-4

Help us?
Click on verse(s) to share them!
1ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।
2ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
3ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
4ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।

Read ହିତୋପଦେଶ 21ହିତୋପଦେଶ 21
Compare ହିତୋପଦେଶ 21:1-4ହିତୋପଦେଶ 21:1-4