Text copied!
Bibles in Odia

ହିତୋପଦେଶ 21:1-4 in Odia

Help us?

ହିତୋପଦେଶ 21:1-4 in ଓଡିଆ ବାଇବେଲ

1 ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।
2 ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
3 ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
4 ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।
ହିତୋପଦେଶ 21 in ଓଡିଆ ବାଇବେଲ