Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 21

ହିତୋପଦେଶ 21:10-12

Help us?
Click on verse(s) to share them!
10ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।
11ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ।
12ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।

Read ହିତୋପଦେଶ 21ହିତୋପଦେଶ 21
Compare ହିତୋପଦେଶ 21:10-12ହିତୋପଦେଶ 21:10-12