Text copied!
Bibles in Odia

ହିତୋପଦେଶ 21:10-12 in Odia

Help us?

ହିତୋପଦେଶ 21:10-12 in ଓଡିଆ ବାଇବେଲ

10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।
11 ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ।
12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।
ହିତୋପଦେଶ 21 in ଓଡିଆ ବାଇବେଲ