Text copied!
Bibles in Odia

ହିତୋପଦେଶ 21:14-18 in Odia

Help us?

ହିତୋପଦେଶ 21:14-18 in ଓଡିଆ ବାଇବେଲ

14 ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।
15 ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
16 ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ।
17 ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।
18 ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।
ହିତୋପଦେଶ 21 in ଓଡିଆ ବାଇବେଲ