Text copied!
Bibles in Odia

ହିତୋପଦେଶ 21:17-19 in Odia

Help us?

ହିତୋପଦେଶ 21:17-19 in ଓଡିଆ ବାଇବେଲ

17 ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।
18 ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।
19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।
ହିତୋପଦେଶ 21 in ଓଡିଆ ବାଇବେଲ