Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 21

ହିତୋପଦେଶ 21:18-22

Help us?
Click on verse(s) to share them!
18ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।
19କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।
20ଜ୍ଞାନବାନ‍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।
21ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।
22ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।

Read ହିତୋପଦେଶ 21ହିତୋପଦେଶ 21
Compare ହିତୋପଦେଶ 21:18-22ହିତୋପଦେଶ 21:18-22