Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 21

ହିତୋପଦେଶ 21:2-5

Help us?
Click on verse(s) to share them!
2ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
3ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
4ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।
5କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍‍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ।

Read ହିତୋପଦେଶ 21ହିତୋପଦେଶ 21
Compare ହିତୋପଦେଶ 21:2-5ହିତୋପଦେଶ 21:2-5