Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 21

ହିତୋପଦେଶ 21:23-25

Help us?
Click on verse(s) to share them!
23ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।
24ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।
25ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।

Read ହିତୋପଦେଶ 21ହିତୋପଦେଶ 21
Compare ହିତୋପଦେଶ 21:23-25ହିତୋପଦେଶ 21:23-25